• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Monday 01 Jan 2024

ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।

ଉ,ଭାଦ୍ରପଦ- ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ରାଜନୀତିରେ ସୁନାମ ଅର୍ଜନ କରିପାରବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

ରେବତୀ- ନିଜ ମାଲିକାନାରେ ଥିବା ସମ୍ପତ୍ତିକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନକରାତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ

ପ୍ରତିକାର- ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :