Advertisment

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

author-image
Tanmay Kumar Mahalik
Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।