• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Monday 01 Jan 2024

ମୃଗଶିରା- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ ।

ଆଦ୍ରା- ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ସାମ୍ବାଦିମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।

ପୁନର୍ବସୁ- ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।

ପ୍ରତିକାର- ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :