• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Monday 01 Jan 2024

ମଘା- ଶାରୀରିକ ସମସ୍ୟାକୁ ଅଣଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

ପୂ,ଫାଲଗୁନି- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ପାଠ ପଢାରେ ମନ ଦେବେ ।

ଉ,ଫାଲଗୁନି- ପଡୋଶୀଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଏକ ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :