• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Monday 01 Jan 2024

ଉ,ଫଳଗୁନି- ବୈବାହିକ ଜୀବନ ପ୍ରେମ ପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା କରି ଆଶୀର୍ବାଦ ଲାଭକରିବେ । ବ୍ୟବସାୟୀ ମାନେ ବ୍ୟବସାୟ କ୍ଷେତ୍ରରେ ଅନେକ ଲାଭ ପାଇବେ ।

ହସ୍ତା- ଅଫିସିଆଲି ଟେନ୍‌ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।

ଚିତ୍ରା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ୱ ଉପୁଜିପାରେ । ଅଜଣା ବ୍ୟକ୍ତିଙ୍କୁ ସାହାଯ୍ୟ କରି ହଇରାଣରେ ପଡ଼ିପାରନ୍ତି ।

ପ୍ରତିକାର - ଓଁ ଶ୍ରୀଂ ମହାଲକ୍ଷ୍ମୌ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :