• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Monday 01 Jan 2024

ଚିତ୍ରା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କର ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ ।

ସ୍ୱାତୀ- ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ । ଆର୍ଥିକ ଅନଟନ ଦୂର ହେବ ।

ବିଶାଖା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳାମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ ।

ପ୍ରତିକାର- ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :