• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Monday 01 Jan 2024

ବିଶାଖା- ସ୍ୱାସ୍ଥ୍ୟ ଭଲ ରହିବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ ।

ଅନୁରାଧା- ରାଜନୀତିରେ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱର ସମ୍ମୁଖିନ ହେବାକୁ ପଡିପାରେ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।

ଜ୍ୟେଷ୍ଠା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ ।

ପ୍ରତିକାର- ଓଁ ଅଂ ଅଙ୍ଗାରକାୟ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :