• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Monday 01 Jan 2024

ମୂଳା- ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ ।

ପୂ,ଷାଢା- ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଚାକିରିରେ ସାମାନ୍ୟ ଅବହେଳା କରିବେ ।

ଉ,ଷାଢା- ନିଜ ମାଲିକାନାରେ ଥିବା ସମ୍ପତ୍ତିକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ ।

ପ୍ରତିକାର- ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :