• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Monday 01 Jan 2024

ଉ,ଷାଢା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ ।

ଶ୍ରବଣା- ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ।

ଧନିଷ୍ଠା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ । ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ । ଚୟନ ଭୂମିକୁ କ୍ରୟ କରିବେ ।

ପ୍ରତିକାର- ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :