ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୧ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୨ ୟା ରାତ୍ରି ୦୨.୨୪ ଗତେ ୩ ୟା,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୧.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୨.୨୪ ପର୍ଯ୍ୟନ୍ତ ।
ମଘା- ସ୍ୱାସ୍ଥ୍ୟରେ ଗୁରୁତ୍ୱ ପୂର୍ଣ୍ଣ ପରିବର୍ତନ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ନିଜର ଆକସ୍ମିକ ବୁଦ୍ଧି ଓ କାର୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣିବେ
ପୂ,ଫାଲଗୁନି- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ
ଉ,ଫାଲଗୁନି- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୈାଣସି ଜରୁରୀ କାମ ସଂପୂର୍ଣ୍ଣ ହେବ ।
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧