Advertisment

Daily Horoscope 1st July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

author-image
Pallipuspa Samal
Daily Horoscope 1st July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୦୭ ଗତେ ୧୪ଶୀ ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ