ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୦୭ ଗତେ ୧୪ଶୀ ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ମୂଳା- ପରିସ୍ରା ଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ
ପୂ, ଷାଢା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ
ଉ, ଷାଢା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩