• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Monday 01 Jul 2024

ଅଶ୍ୱନୀ- ମାନସିକ ସ୍ଥିରତା ଦେଖାଦେବ । କାର‌୍ୟ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ ।

କୃତିକା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ

ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :