• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 01 Jul 2024

ଧନିଷ୍ଠା- ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।

ଶତଭିଷା- ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।

ପୂ,ଭାଦ୍ରପଦ- ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :