• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Monday 01 Jul 2024

ପୂ,ଭାଦ୍ରପଦ- ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହେଯାଗରେ କେତେକ ସମସ୍ୟାର ସମାଧାନ ହେବ ।

ଉ,ଭାଦ୍ରପଦ- ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ର କରି ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ରେବତୀ- ଧନ ସମ୍ପତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।

ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :