• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 01 Jul 2024

ମୃଗଶିରା- ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।

ଆଦ୍ରା- କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।

ପୁନର୍ବସୁ- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :