• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Monday 01 Jul 2024

ପୁନର୍ବସୁ- ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।

ପୁଷ୍ୟା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ମାତ୍ର ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।

ଅଶ୍ଲେଷା- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :