• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Monday 01 Jul 2024

ମଘା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର‌୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ

ପୂ,ଫାଲଗୁନି- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ

ଉ,ଫାଲଗୁନି- ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :