• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Monday 01 Jul 2024

ଉ,ଫଳଗୁନି- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ହସ୍ତା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।

ଚିତ୍ରା- ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :