• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 01 Jul 2024

ଚିତ୍ରା- ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କାର‌୍ୟ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ

ସ୍ୱାତୀ- ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

ବିଶାଖା- ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତିକୁ ନେଇ ଚିନ୍ତାରେ ରହିବେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :