• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୧୦ମୀ ଦିବା ୧୦.୨୬ ଗତେ ୧୧ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 01 Jul 2024

ମୂଳା- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ 

ପୂ,ଷାଢା- ରାଜନିତିରେ ଶତ୍ରୁ ଓ ବିରୋଧି ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ ।

ଉ,ଷାଢା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ

ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :