• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୨ଶୀ ଦିବା ୦୧.୩୯ ଗତେ ୧୩ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୩୯ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Thursday 01 Jun 2023

ଧନିଷ୍ଠା – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।

ଶତଭିଷା – ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।

ପୂ , ଭାଦ୍ରପଦ – ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :