• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୨ଶୀ ଦିବା ୦୧.୩୯ ଗତେ ୧୩ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୩୯ ପର୍ଯ୍ୟନ୍ତ ।

Leo

ସିଂହ

Thursday 01 Jun 2023

ମଘା – କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।

ପୂ , ଫାଲଗୁନୀ - ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ ।

ଉ ,ଫାଲଗୁନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘର କାମ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :