• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୨ଶୀ ଦିବା ୦୧.୩୯ ଗତେ ୧୩ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୩୯ ପର୍ଯ୍ୟନ୍ତ ।

Libra

ତୁଳା

Thursday 01 Jun 2023

ଚିତ୍ରା – ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ବିଶାଖା – ମାଲିମକଦ୍ଦମାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :