• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୨ଶୀ ଦିବା ୦୧.୩୯ ଗତେ ୧୩ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୩୯ ପର୍ଯ୍ୟନ୍ତ ।

Sagittarius

ଧନୁ

Thursday 01 Jun 2023

ମୂଳା – ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ ।

ପୂ , ଷାଢା – ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।

ଉ , ଷାଢା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :