• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Saturday 01 Jun 2024

ଅଶ୍ୱନୀ- ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କର ବିଶ୍ୱସ୍ଥ ଭାଜନ ହେବେ ।

ଦ୍ୱିଜା- କୈାଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ । ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ । ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ ।

କୃତିକା- ଯାନବାହନ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସମୟରେ ଉଚିତ୍ ବୁଦ୍ଧି ସହିତ କାର‌୍ୟ୍ୟ କରିବେ । ଧନ ସଞ୍ଚୟ କରିବା ପାଇଁ କିଛି ସଂଘର୍ଷ ମଧ୍ୟ କରିବାକୁ ପଡିପାରେ ।

ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :