• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Saturday 01 Jun 2024

ଧନିଷ୍ଠା- କର୍ମରେ ପରିବର୍ତନ ହେବା ସହିତ ଉନ୍ନତିର ଯୋଗ ରହିଛି । ଶାରୀରିକ ସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଉନ୍ନ୍‌ତି କରିବେ ।

ଶତଭିଷା- ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଛାତ୍ର ଛାତ୍ରୀ ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ ।

ପୂ,ଭାଦ୍ରପଦ- ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :