• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Saturday 01 Jun 2024

ମୃଗଶିରା- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ ।

ଆଦ୍ରା- ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କର ପ୍ରଶଂସାର ପାତ୍ର ହେବେ । ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଶତୃମାନଙ୍କୁ ମୁକାବିଲା କରି ପାରିବେ ।

ପୁନର୍ବସୁ- ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ ।ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :