• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Saturday 01 Jun 2024

ପୁନର୍ବସୁ- ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରିୟ ଜନ ମାନଙ୍କୁ ଆର୍ଥିକ ସାହାର୍ଯ୍ୟ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ।

ପୁଷ୍ୟା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଦେବ । ରାଜନୀତିରେ ବିରୋଧି ଦଳ ଫାଇଦା ଉଠାଇବେ ।

ଅଶ୍ଲେଷା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ ।

ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :