• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Saturday 01 Jun 2024

ଉ,ଫଳଗୁନି- କୌଣସି ନିଷ୍ପତି ନେବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ଭାଇଙ୍କ ସହଯୋଗ ପାଇ ବ୍ୟବସାୟ ଆଗକୁ ବଢିବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ ।

ହସ୍ତା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ

ଚିତ୍ରା- ଆୟ ଉପାର୍ଜନରେ ବାଧାସୃଷ୍ଟି ହୋଇପାରେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାନବାହାନର ନବୀକରଣ କରିବା ପାଇଁ ମନ ବଳେଇ ପାରନ୍ତି

ପ୍ରତିକାର- ବୁଦ୍ଧ ଦେବଙ୍କର ବୀଜ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :