• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Saturday 01 Jun 2024

ଚିତ୍ରା- ବିଶେଷ କରି ସ୍ୱାସ୍ଥ୍ୟ ସମସ୍ୟାରେ ଉନ୍ନତି ହେବ । ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ । ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ ।

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଦେଖାଦେଇ ପାରେ । ଆର୍ଥିକ ଦୃଷ୍ଟିରୁ, ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ ।

ବିଶାଖା- ପରିବାରରେ ସମ୍ପତି ଜନିତ ବିବାଦ ସୃଷ୍ଟି ହୋଇପାରେ । ନୂତନ ବନ୍ଧୁ କରିବାରେ ସମର୍ଥ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :