• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Saturday 01 Jun 2024

ବିଶାଖା- ମାନସିକ ଦୁଶ୍ଚିନ୍ତା ଦୂରେଇ ଯାଇ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ ।

ଅନୁରାଧା- ରାଜନୀତିରେ ଉଚିତ୍ ପନ୍ଥା ଗ୍ରହଣ କରି ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ୱୟ ରହି ବନ୍ଧୁତ୍ୱ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତି ଭଲ ରହିବ ।

ଜ୍ୟେଷ୍ଠା- ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଭୂ-ସମ୍ପତି କିଣିବାର ଯୋଗ ରହିଛି ।

ପ୍ରତିକାର- ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :