• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି-୦୯ମୀ ପ୍ରାତଃ ୦୭.୨୪ ଗତେ ୧୦ମୀ ନିଶାନ୍ତ ୦୮.୦୪ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Saturday 01 Jun 2024

ଉ,ଷାଢା- କର୍ମ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସାଙ୍ଗସାଥୀ ମାନେ ସାହାର୍ଯ୍ୟ ସହଯୋଗ କରିବା ଫଳରେ ଆଶା କରିଥିବା କାମ ଟି ସମ୍ପନ୍ନ କରିପାରିବେ । ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ ।

ଶ୍ରବଣା- ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ରାଜନୀତିରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଆମୋଦ ପ୍ରମୋଦ ,କ୍ରିଡା, ମନୋରଞ୍ଜନ ରେ ଆଗ୍ରହ ବଢିବ ।

ଧନିଷ୍ଠା- ନିଜ ଲୋକମାନେ କହିବେ ଗୋଟିଏ କଥା ଏବଂ କାମ ବେଳକୁ ଠିକ୍ ତାହାର ଓଲଟା କରିପାରନ୍ତି। ପରିବହନରେ ଲାଭବାନ୍ ହେବେ।ଅତିଥି ସତ୍କାର କରି ଆତ୍ମସନ୍ତୋଷ ଲାଭ କରିବେ

ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :