• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ ।

Taurus

ବୃଷ

Sunday 01 Jun 2025

କୃତିକା- ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ । ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ମୃଗଶିରା- ଛାତ୍ରଛାତ୍ରୀମାନଙ୍କୁ  ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।

ପ୍ରତିକାର- ଗୋଶାଳାରେ ଗୋଖାଦ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS