• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ ।

Aquarius

କୁମ୍ଭ

Sunday 01 Jun 2025

ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତଭିଷା-ପାରିବାରିକ ମାମଲାରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ପୂ,ଭାଦ୍ରପଦ- ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS