ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ ।
ପୁନର୍ବସୁ- ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥିମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ ।ପୁଷ୍ୟା- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଅଶ୍ଲେଷା- ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨