ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ ।
ମଘା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ପୂ,ଫାଲଗୁନି- ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଉ,ଫାଲଗୁନି- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ପ୍ରତିକାର– ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧