• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st June 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ ।

Scorpio

ବିଛା

Sunday 01 Jun 2025

ବିଶାଖା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇ ଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଅନୁରାଧା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଜ୍ୟେଷ୍ଠା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି ।  ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।

ପ୍ରତିକାର– ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS