Daily Horoscope 1st June 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ ।

Aries

ମେଷ

Sunday 01 Jun 2025

ଅଶ୍ୱନୀ- ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି । ଦ୍ୱିଜା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । କୃତିକା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର- ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS