• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Aries

ମେଷ

Friday 01 Mar 2024

ଅଶ୍ୱନୀ- ଶାରିରୀକ କ୍ରୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

ଦ୍ୱିଜା- ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।

କୃତିକା- ମହିଳାମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :