• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Taurus

ବୃଷ

Friday 01 Mar 2024

କୃତିକା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ରୋହିଣୀ- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ।

ମୃଗଶିରା- ମହିଳାମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :