• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Aquarius

କୁମ୍ଭ

Friday 01 Mar 2024

ଧନିଷ୍ଠା- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ।

ଶତଭିଷା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ପୂ,ଭାଦ୍ରପଦ- ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :