• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Pisces

ମୀନ

Friday 01 Mar 2024

ପୂ,ଭାଦ୍ରପଦ- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ ।

ଉ,ଭାଦ୍ରପଦ- ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

ରେବତୀ- ଜମି କ୍ରୟ କରି ଖୁସି ରହିବେ । କୌଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :