• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Gemini

ମିଥୁନ

Friday 01 Mar 2024

ମୃଗଶିରା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ଆଦ୍ରା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା, ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ ।

ପୁନର୍ବସୁ- ମହିଳାମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :