• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Cancer

କର୍କଟ

Friday 01 Mar 2024

ପୁନର୍ବସୁ- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି

ପୁଷ୍ୟା- ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ

ଅଶ୍ଲେଷା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :