• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Leo

ସିଂହ

Friday 01 Mar 2024

ମଘା- କମ୍‌ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ପୂ,ଫାଲଗୁନି- ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ବଡ କମ୍ପାନିରୁ ଚାକିରିର ଡାକରା ଆସିପାରେ ।

ଉ,ଫାଲଗୁନି- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :