• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Virgo

କନ୍ୟା

Friday 01 Mar 2024

ଉ,ଫଳଗୁନି- ବ୍ୟବସାୟରେ ଉନ୍ନତି କରିବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।

ହସ୍ତା- ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତ୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ

ଚିତ୍ରା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :