• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Libra

ତୁଳା

Friday 01 Mar 2024

ଚିତ୍ରା- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କୁ ମନ ପସନ୍ଦ ଜାଗାକୁ ବଦଳି ହେବ । ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ ।

ସ୍ୱାତୀ- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମ୍ମାନ ପାଇବେ । ବିଦ୍ୟାର୍ଥୀମାନେ ପଢାରେ ମନନିବେଶ କରିବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇପାରନ୍ତି ।

ବିଶାଖା- ଅଳଙ୍କାର ସୁନା କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :