• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Scorpio

ବିଛା

Friday 01 Mar 2024

ବିଶାଖା- ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ଅନୁରାଧା- ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ ।

ଜ୍ୟେଷ୍ଠା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :