• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।

Sagittarius

ଧନୁ

Friday 01 Mar 2024

ମୂଳା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ପୂ,ଷାଢା- କର୍ତ୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଆପଣ କୌଣସି ବିଷୟରେ ବଡ଼ ନିଷ୍ପତି ନେଇପାରନ୍ତି।

ଉ,ଷାଢା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :